fbpx

ବଢିଲା ଶ୍ରମିକଙ୍କ ମଜୁରୀ, ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢିଲା

ଭୁବନେଶ୍ୱର: ରାଜ୍ୟର ଶ୍ରମିକମାନଙ୍କ ପାଇଁ ଆସିଲା ଖୁସି ଖବର । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର । ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢିଲା । ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ଟଙ୍କାକୁ ବୃଦ୍ଧି । ସେହିପରି ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ରୁ ୪୫୦ଟଙ୍କାକୁ ବୃଦ୍ଧି । ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦କୁ, କୁଶଳୀ ଶ୍ରମିକଙ୍କ ମଜୁରୀ ୪୪୨ରୁ ୫୫୦ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର ।

Get real time updates directly on you device, subscribe now.