fbpx

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର,୭/୬(ଓଡ଼ିଶା ଭାସ୍କର): ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ଅପରାହ୍ନ ସାଢେ ଗୋଟାଏରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। କ୍ୟାବିନେଟ ବୈଠକରେ କିଛି ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି। 

 

Get real time updates directly on you device, subscribe now.