fbpx

ସୁପ୍ରିମକୋର୍ଟରୁ ମୋକିମ୍‌ଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ

ଭୁବନେଶ୍ୱର:ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ମିଳିଲା ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ନିର୍ବାଚନୀ ସତ୍ୟପାଠରେ ଅନିୟମିତତା ମାମଲାରେ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ ।

Get real time updates directly on you device, subscribe now.