fbpx

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ମାମଲା ତୁଟାଇବା ପାଇଁ ନେଉଥିଲେ ଲାଞ୍ଚ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି । ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଛନ୍ତି ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି । ଜମିଜମା ମାମଲା ସମାଧାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି ।

 

Get real time updates directly on you device, subscribe now.