fbpx

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ଫୁଟି ୨୫ରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ ଆହତ

ପୁରୀ: (ଓଡ଼ିଶା ଭାସ୍କର) ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ । ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୨୫ରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ ଆହତ ହୋିଥିବା ସୂଚନୈ । ଦେବୀଘାଟ ପଟେ ବାଣ ଫୁଟିବାର ବ୍ୟବସ୍ଥା କରାଯାଇଥିଲା । ସମସ୍ତ ଆହତ ପୁରୀ ବଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ଖବର ମିଳିଛି ।

Get real time updates directly on you device, subscribe now.