fbpx

Breaking News; ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ: ନିଆଁ ଲିଭାଇବା ଉଦ୍ୟମରେ ଦମକଳ ବାହିନୀ

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାଚକଣା ଦ୍ୱାର ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜାଣିବାକୁ ମିଳିଛି । ନିଆଁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଅଗ୍ନିଶମ ବାହିନୀ । ତେବେ ମନ୍ଦିରରେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଖୁବଶୀଘ୍ର ନିଆଁ ଆୟତ୍ତ କରିବାରେ ଅଗ୍ନିଶମ ବିଭାଗ ସଫଳ ହେବ ବୋଲି ଆଶା କରାଯାଉଛି ।

Get real time updates directly on you device, subscribe now.