fbpx

କୁଚିଣ୍ଡାରୁ ବିଜେପି ମାରିଲା ବାଜି, ପ୍ରାର୍ଥୀ ରବି ନାଏକ ୩୦ ହଜାରରୁ ଅଧିକ ଭୋଟରେ ବିଜୟୀ

ଭୁବନେଶ୍ୱର: ଆଜି ସକାଳୁ ରାଜ୍ୟର ବିଭିନ୍ନ ଭୋଟ ଗଣତି କେନ୍ଦ୍ରରେ ଲୋକସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ଗଣତି ଆରମ୍ଭ ହୋଇଛି । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବସବେଳେ ଓଡ଼ିଶା ନିର୍ବାଚନର ଫଳାଫଳ ଉପରେ ଏବେ ସମସ୍ତଙ୍କ ନଜର । ଭୋଟ ଗଣତି ସମୟରେ ପ୍ରତିଟି ଆସନରେ ପ୍ରତି ମୁହୂର୍ତ୍ତରେ ବଦଳୁଛି ଟ୍ରେଣ୍ଡ । ଏଥିମଧ୍ୟରେ କୁଚିଣ୍ଡାରୁ ବିଜେପି ପ୍ରାର୍ଥୀ ରବି ନାଏକ ୩୦ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ସେହିପରି ରଘୁନାଥପାଲ୍ଲୀରୁ ବିଜେପି ପ୍ରାର୍ଥୀ ଦୁର୍ଗା ତନ୍ତୀ ବିଜୟୀ ହୋଇଛନ୍ତି ।

Get real time updates directly on you device, subscribe now.