ମୋଦୀ ୩.୦: ଆରମ୍ଭ ହେଲା ପ୍ରଥମ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ: ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି । ଏହାପରେ ଆଜି ମୋଦୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି । ଏହା ପିଏମ ମୋଦୀଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ । ଏହି ବୈଠକରେ ଜେପି ନଡ୍ଡା, ଅମିତ ଶାହା, ରାଜନାଥ ସିଂ ଉପସ୍ଥିତ ଅଛନ୍ତି ।

Get real time updates directly on you device, subscribe now.