fbpx

ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ,୨୦/୬(ଓଡିଶା ଭାସ୍କର): ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରଷ୍କାର ପାଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ପଞ୍ଚାୟତକୁ କ୍ଷମତା ହସ୍ତାନ୍ତର କରିବାକୁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି। ଶ୍ରେଷ୍ଠ ବ୍ଲକ ଭାବେ ଗଞ୍ଜାମର ହିଞ୍ଜିଳିକାଟୁ ବ୍ଲକ, ଶାସନ ଆମ୍ବଗାଁ ଓ ଅଲାରିଗଡ଼ ପଞ୍ଚାୟତ ପୁରଷ୍କୃତ ହୋଇଛି।

Get real time updates directly on you device, subscribe now.