fbpx

Big Breaking ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି: ୪ ଦିନ ଓଡ଼ିଶା ଗସ୍ତରେ ମହାମହିମ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି । ୪ ଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରରେ ପାଦ ଥାପିଛନ୍ତି । ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ମହାମହିମ । ଏହାପରେ ରାଜଭବନରେ ରାତ୍ରୀଯାପନ କରିବେ ଏବଂ ଆସନ୍ତାକାଲି ପୁରୀ ରଥଯାତ୍ରାରେ ସାମିଲ ହେବା ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ ରହିଛି ।

Get real time updates directly on you device, subscribe now.