fbpx

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି; ନିର୍ବାଚନ ସମୟରେ କରାଯାଇଥିଲା ନିଲମ୍ବିତ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ କରାଗଲା ନିଯୁକ୍ତି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର । କୌଣସି କାରଣକୁ ନେଇ ନିର୍ବାଚନ ସମୟରେ କୁଟ୍ଟେଙ୍କୁ କରାଯାଇଥିଲା ନିଲମ୍ବିତ । ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ ହୋଇଥିଲେ । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ ।

Get real time updates directly on you device, subscribe now.