fbpx

Big Breaking; ୨୧ ତାରିଖରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ୮୩ କେନ୍ଦ୍ରରେ ୯୭୨ ପରୀକ୍ଷାର୍ଥୀ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୨୧ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷାରେ ମୋଟ ୮୩ଟି କେନ୍ଦ୍ରରେ ୯୭୨ ପିଲା ପରୀକ୍ଷା ଦେବେ । ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪୨, ୫୨୦ ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ ସାମିଲ ହେବେ ବୋଲି ଜାଣିବାକୁ ମିଳିଛି ।

Get real time updates directly on you device, subscribe now.