fbpx

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା; ଏଣିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିବ ସେବା

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର । ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ମଧ୍ୟ ଘୋଷଣା ।

ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି । କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି । ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା । ଆସନ୍ତା ବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ ହେବ କାର୍ଯ୍ୟକ୍ଷମ ।

Get real time updates directly on you device, subscribe now.