fbpx

ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଗତକାଲି ରାଜଧାନୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ତେବେ ଆହୁରି ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ଜୁଲାଇରୁ ୪ ଅଗଷ୍ଟ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆକଳନ କରାଯାଇଛି । ଏନେଇ ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଅନୁମାନ ରହିଛି । ଏହି ସତର୍କତା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଛି ।

Get real time updates directly on you device, subscribe now.