fbpx

ଅଗଷ୍ଟ ୨ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୟେଲୋ ଆଲର୍ଟ; ୧ ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଅଗଷ୍ଟ ୨ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୟେଲୋ ଆଲର୍ଟ । ୧ରେ ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର, ସମ୍ବଲପୁରରେ ଅତି ପ୍ରବଳ ବର୍ଷିବ । ୨ ତାରିଖରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଲା ଆଞ୍ଚଳିକ ପାଣିପାଗ ବିଭାଗ ।

Get real time updates directly on you device, subscribe now.