fbpx

ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଏକକାଳୀନ ୧୨ଟି ସ୍ଥାନରେ ରେଡ୍‌

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ । ଭିଜିଲାନ୍ସ ଅଧିକାରୀଙ୍କ ତରଫରୁ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଘର ସମେତ ଅଫିସ ଓ ଭୁବନେଶ୍ୱର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଆଦି ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ଏହି ଚଢ଼ାଉ ଟିମରେ ୯ ଜଣ ଡିଏସପି, ୧୧ ଜଣ ଇନ୍ସପେକ୍ଟର ସାମିଲ ଥିବା ଜଣାପଡ଼ିଛି ।

Get real time updates directly on you device, subscribe now.