fbpx

ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପିଏମ ମୋଦୀ, ଜନସଭାକୁ ସମ୍ବୋଧିତ କରି କହିଲେ ଏହି ମହାନ କଥା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲାରେ ପହଞ୍ଚିଛନ୍ତି । ସ୍ୱାଧୀନତା ଦିବସ ଅବସରରେ ପିଏମ ମୋଦୀ ଲାଲକିଲାରେ ପତାକା ଉତ୍ତୋଳନ କରିଛନ୍ତି । ସେ ଲଗାତାର ୧୧ଥର ପାଇଁ ଦେଶକୁ ଲାଲକିଲାରୁ ସମ୍ବୋନ୍ଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ରାଜଘାଟରେ ପହଞ୍ଚି ଜାତୀୟପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, ଆଜି ଦେଶ ପାଇଁ ବଳିଦାନ ଦେଇଥିବା ଅଗଣିତ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାର ଦିନ । ଏହି ଦେଶ ତାଙ୍କର ଋଣି ।

ଏଥିସହ ବିରୋଧୀ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ପତାକା ଉତ୍ତୋଳନ ସମୟରେ ଉପସ୍ଥିତ ଥିଲେ । ରାହୁଲଙ୍କ ବ୍ୟତୀତ ଏନଏସଏ ଅଜିତ ଡୋଭାଲ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କିରନ ରିଜିଜୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।

Get real time updates directly on you device, subscribe now.