fbpx

Big Breaking: ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଇଏଲଏସ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତ୍ୟୁ ଖବର ବର୍ତ୍ତମାନ ସାମ୍ନାକୁ ଆସିଛି। ଭୁବନେଶ୍ୱର ସ୍ଥିତ ଘରୁ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରୋଇ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କର କିପରି ମୃତ୍ୟୁ ଘଟିଲା ଏନେଇ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସର ତଦନ୍ତ ଚାଲିଛି। ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଗବେଷଣା କରିବେ ବୋଲି ଗତକିଛି ଦିନ ତଳେ ସେ ଏକ କହିଥିଲେ।

Get real time updates directly on you device, subscribe now.