fbpx

ନୂଆଁଖାଇ ଉପଲକ୍ଷେ ସ୍କୁଲ୍ ଛୁଟି ଘୋଷଣା; ସେପ୍ଟେମ୍ବର ୯ ତାରିଖରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆଁଖାଇ ଉପଲକ୍ଷେ ସ୍କୁଲ୍ ଛୁଟି ଘୋଷଣା, ସେପ୍ଟେମ୍ବର ୯ ତାରିଖରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ପୂର୍ବରୁ ଅଗଷ୍ଟ ୨୯ ତାରିଖରେ,  ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରାଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କାର୍ଯ୍ୟ ନିର୍ବାହୀ ବନ୍ଦ ରହିବ । ଏହା ସହିତ ଏହି ଦିନ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବା ନେଇ ଘୋଷଣା କରାଯାଇଛି ।

Get real time updates directly on you device, subscribe now.