fbpx

୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଜଣଙ୍କୁ ଗିରଫ କଲା ପୋଲିସ

ବରଗଡ଼: ଗଞ୍ଜେଇ ଚୋରା ଚାଲାଣବେଳେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଟୋଲଗେଟ୍ ବାଇପାସ୍ ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବା ପୋଲିସ ସୂତ୍ରରୁ ପ୍ରକାଶ । ପ୍ରାୟ ୬ କ୍ୱିଣ୍ଟାଲ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ଗ୍ରାମାଞ୍ଚଳ ପୋଲିସ । ତେବେ ଗିରଫ ପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.