fbpx

ଓଡ଼ିଶାରେ ଗଡିଲା ୨ ବନ୍ଦେ ଭାରତ ଏକ୍ସପ୍ରେସ, ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଦେଶରେ ସମୁଦାୟ ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ସରିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ୬ଟି ବନ୍ଦେ ଭାରତ ଏକ୍ସପ୍ରେସରୁ ଓଡ଼ିଶାରେ ଗଡିଲା ୨ଟି ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ବ୍ରହ୍ମପୁର ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଅଛନ୍ତି। ଶୁଭାରମ୍ଭ ପରେ ରାଉରକେଲା-ହାୱଡା ଏକ୍ସପ୍ରେସ ଛାଡିଛି। ଶୁଭାରମ୍ଭ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ବିବୃତ୍ତି ରଖିଛନ୍ତି।

Get real time updates directly on you device, subscribe now.