fbpx

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ରାଜ୍ୟ ବିଜେପି ସଦସ୍ୟତା ଅଭିଯାନ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବେ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ରାଜ୍ୟରେ ବିଜେପିର ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏକ କୋଟି ସଦସ୍ୟ ସଂଗ୍ରହ ଲକ୍ଷ ରଖିଛି ରାଜ୍ୟ ବିଜେପି । ଦଳୀୟ ବିଧାୟକ, ସାଂସଦ, ରାଜ୍ୟ ପଦାଧିକାରୀଙ୍କ ସହ ବୈଠକ କରବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି ।

Get real time updates directly on you device, subscribe now.