fbpx

ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ, ଲଗାଣ ବର୍ଷା ପାଇଁ ନିଆଗଲା ନିଷ୍ପତ୍ତି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ପାଇଁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ପରିଲକ୍ଷିତ ହୋଇଛି। ଏନେଇ ସ୍କୁଲ ଛୁଟି ଘୋଷଣା ହୋଇଛି। ଦିନକ ପାଇଁ ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ସୂଚନା ଦେଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ।

Get real time updates directly on you device, subscribe now.