fbpx

ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ । ଆସନ୍ତାକାଲି ଦିନ ୧୨ଟା ୩୦ରେ ଭୁବନେଶ୍ୱରରେ ପହଂଚିବେ । ଅକ୍ଟୋବର ୮ ତାରିଖରେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ତେବେ ପୁରୀ ଗସ୍ତରେ ସେ ଗୁୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇପାରନ୍ତି ବୋଲି ସୂତ୍ରରୁ ପ୍ରକାଶ ।

Get real time updates directly on you device, subscribe now.