ଜିନ୍ଦଲ ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ; କାରଣ ଅସ୍ପଷ୍ଟ, କେହି ମୃତାହତ ହୋଇନଥିବା ସୂଚନା

ଅନୁଗୁଳ: ଆଜି ମା’ ଦୁର୍ଗାଙ୍କ ଭଷାଣି ଦିନ ବଡ଼ ଅଘଟଣ । ଅନୁଗୁଳରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ୍ ପାୱାର ପ୍ଲାଣ୍ଟରେ ବିସ୍ଫୋରଣ ଘଟିଥିବା ଖବର ସାମ୍ନାକୁ ଆସିଛି । ଜିନ୍ଦଲ ପ୍ଲାଣ୍ଟର ବ୍ଲାଷ୍ଟ ଫର୍ଣ୍ଣାସରେ ଘଟିଥିବା ଏହି ବିସ୍ଫୋରଣରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି । ତେବେ ବିସ୍ଫୋରଣ ପଛର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆକୁ ଆୟତ କରିବା ପାଇଁ ପହଞ୍ଚିଛନ୍ତି ।

Get real time updates directly on you device, subscribe now.