OAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ ?

ଭୁବନେଶ୍ୱର : OAS ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ଓ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୧୮ ତହସିଲଦାରଙ୍କର ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି । କାଶୀପୁର ତହସିଲଦାର ସୁନୀଲ କୁମାର ପ୍ରଧାନଙ୍କୁ କୃଷ୍ଣପ୍ରସାଦ ତହସିଲଦାର ଭାବେ ବଦଳି କରାଯାଇଛି । ସେହିପରି କୃଷ୍ଣପ୍ରସାଦ ତହସିଲଦାର ଅଭିଷେକ ସାହୁଙ୍କୁ ରାଜସ୍ୱ ବିଭାଗ ମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି ।

eDSearch(3)

 

 

Get real time updates directly on you device, subscribe now.