ପୂର୍ବତନ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରାଙ୍କୁ ସୋ- କଜ୍ ନୋଟିସ୍ ଜାରି, ଆସନ୍ତାକାଲି ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ପୂର୍ବତନ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରାଙ୍କୁ ଜାରି ହୋଇଛି କାରଣ ଦର୍ଶାଅ ନୋଟିସ୍ । କମିଶନ ଥିବା ସମୟରେ ତାଙ୍କ ପ୍ରଦର୍ଶନ ସନ୍ତୋଷଜନକ ନଥିବା ଅଭିଯୋଗ ରହିଛି । ଏନେଇ ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗ ତରଫରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ତେବେ ଆସନ୍ତାକାଲି ଅପରାହ୍ନ ୪ଟା ଭିତରେ କାରଣ ଦର୍ଶାଅର ଜବାବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।