CHARIDHAM

ଆଗାମୀ ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୬/୭(ଓଡ଼ିଶା ଭାସ୍କର): ଲଘୁଚାପ ପ୍ରଭାବରେ ଆଗାମୀ ୨୪ଘଣ୍ଟା ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ର

ନୂଆପଡା, ବଲାଙ୍ଗୀର, କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବରଗଡ, ନବରଙ୍ଗପୁର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡରେ ମଧ୍ୟମ ଧରଣର ବର୍ଷା  ହେବାର ଆଶଙ୍କା ରହିଛି।