ଜଲେଶ୍ୱର: ଜଳେଶ୍ୱର ଥାନା ଏନଏଚ୍ ୧୬ ଲକ୍ଷ୍ମଣାନାଥ ଟୋଲଗେଟ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା ଯାତ୍ରୀବାହୀ ବସ୍ । ତେବେ ଏହି ବସରେ ଥିବା ୫୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି । କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏହି ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।