ବିଶ୍ୱ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ତିଆରି ହେବ କ୍ୟାନ୍ସର ରେଜିଷ୍ଟ୍ରି

ଭୁବନେଶ୍ୱର: ବିଶ୍ୱ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଓଡ଼ିଶାରେ ତିଆରି ହେବ କ୍ୟାନ୍ସର ରେଜିଷ୍ଟ୍ରି। ଏ ନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।

ସାରା ରାଜ୍ୟର ତଥ୍ୟକୁ ନେଇ ଦୁଇ ପ୍ରକାର ରେଜିଷ୍ଟ୍ରି ରହିବ। ହସ୍ପିଟାଲ ଆଧାରିତ ଓ ଜନସଂଖ୍ୟା ଆଧାରିତ ରେଜିଷ୍ଟ୍ରି ରହିବ।