ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ, ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି: ଭିଜିଲାନ୍ସ ଜାଲରେ ଜଳ ବିଭାଜନ ପ୍ରକଳ୍ପର ୪ କର୍ମଚାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି ।

ପ୍ରକଳ୍ପ ନିର୍ଦ୍ଦେଶକ, ସହକାରୀ ଯନ୍ତ୍ରୀ, କିରାଣି ଓ ଡାଟା ଏଣ୍ଟ୍ରି ଅପରେଟରଙ୍କ ଘରେ ରେଡ୍ ।

ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ କୋରାପୁଟ ସ୍ଥିତ ଜୟପୁର ଘର ସମେତ ମାଲକାନଗିରିରେ ଚଢ଼ାଉ ଜାରି ରହିଛି ।