ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ। ଚମ୍ପୁଆ ବିଜେଡି ବିଧାୟକ ସନା ମହାକୁଡ଼ଙ୍କୁ ନବୀନଙ୍କ ତେରଛା ବାଣ।

କାଲି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି ଆସି ନଥିଲେ ପ୍ରଶ୍ନ କଲେ ନବୀନ। ଉତ୍ତରରେ ଅସୁସ୍ଥତା କାରଣ ଦର୍ଶାଇଲେ ସନା ମହାକୁଡ଼।

ବିଜେପି ଆଡ଼କୁ ଯାଉଛନ୍ତି କି କହି ତେରଛା ବାଣ ମାରିଲେ ନବୀନ।