ନୂଆଦିଲ୍ଲୀ: ଓଡ଼ିଶା ଆସିବେ ଜେ.ପି ନଡ୍ଡା । ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନଡ୍ଡା ।
ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଜାଜୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ ।
ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ସଚିବଙ୍କୁ ନେଇ ଏହି କାର୍ଯର୍୍ୟକ୍ରମ ଅନୁଷ୍ଠିତ କରାଯିବ ।
ଶେଷଥର ପାଇଁ ନଡ୍ଡା ଗତବର୍ଷ ସେପ୍ଟେମ୍ବର ୨୬ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଗସ୍ତବେଳେ ନଡ୍ଡା ଏକାଧିକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।