fbpx

ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୨୯୦୯କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩, କଟକରୁ ୪୪, ସୁନ୍ଦରଗଡ଼ରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ ୨୦, ନୂଆପଡ଼ାରୁ ୧୮, ବାଲେଶ୍ୱରରୁ ୧୭, ମୟୁରଭଞ୍ଜରୁ ୧୫, ଅନୁଗୁଳରୁ ୧୧, କୋରାପୁଟରୁ ୧୧, ମାଲକାନଗିରିରୁ ୯, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୭, ଝାରସୁଗୁଡ଼ାରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୪, ବରଗଡ଼ରୁ ୩, ନବରଙ୍ଗପୁରରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରରୁ ୨, ପୁରୀରୁ ୨, ରାୟଗଡ଼ାରୁ ୨, ଭଦ୍ରକ, ଢ଼େଙ୍କାନାଳ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.