fbpx

ରାଜ୍ୟରେ ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

AAKASH

ଭୁବନେଶ୍ୱର, ୨୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୩୩୦୯କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ୧୩୭, କଟକରୁ ୫୮, ଖୋର୍ଦ୍ଧାରୁ ୪୬, କୋରାପୁଟରୁ ୪୧, ଯାଜପୁରରୁ ୩୭, କେନ୍ଦୁଝରରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ମୟୁରଭଞ୍ଜରୁ ୯, ନୟାଗଡ଼ରୁ ୭, ସୁନ୍ଦରଗଡ଼ରୁ ୭, ବରଗଡ଼ରୁ ୫, ଜଗତସିଂହପୁରରୁ ୫, ସୋନପୁରରୁ ୫, ଅନୁଗୁଳରୁ ୪, କଳାହାଣ୍ଡିରୁ ୪, ପୁରୀରୁ ୪, ବୌଦ୍ଧରୁ ୩, ଭଦ୍ରକରୁ ୨, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.