KIIT Student Death Case: କିଟ୍ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା କହିଲା NHRC

ଭୁବନେଶ୍ୱର: କିଟକୁ ଦାୟୀ କଲେ ଏନଏଚଆରସି (ନ୍ୟାଶନାଲ ହ୍ୟୁମାନ ରାଇଟ୍ସ) । କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ।

୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ଏନଏଚଆରସିର ନିର୍ଦ୍ଦେଶ । କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି କହିଲା ଏନଏଚଆରସି ।

ସମ୍ବେଦନଶୀଳ ଘଟଣାକୁ ହାଲୁକା ଭାବେ ନେଇଥିଲେ କର୍ତ୍ତୃପକ୍ଷ । ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ କରିଥିଲେ ୨ ଜଣିଆ ଏନଏଚଆରସି ଟିମ୍ ।