fbpx

ବିନିକାରେ ଟ୍ରିପଲ ମର୍ଡ଼ର

ଭୁବନେଶ୍ୱର, ୨୩ା୭(ଓଡ଼ିଶା ଭାସ୍କର): ବିନିକା ଥାନା ସିଲାଟି ଗ୍ରାମରେ ଏକ ନିର୍ମମ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି । ସେଠାରେ ଗୋଟିଏ ପରିବାରର ୩ଜଣଙ୍କୁ ହତ୍ୟା କରାଯାଇଛି । ବାପା, ମା ଓ ତାଙ୍କ ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଜଣାପଡ଼ିଛି । କିନ୍ତୁ ଏପର୍ଯ୍ୟନ୍ତ କାହିଁକି ହତ୍ୟା କରାଯାଇଛି ସେନେଇ କୌଣସି କାରଣ ସ୍ପଷ୍ଟ ହୋଇନାହିଁ । ଅନ୍ୟପଟେ ଘଟଣାସ୍ଥଳରେ ବିନିକା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.