OSRTC କାର୍ଯ୍ୟାଳୟରେ ସମ୍ପତ୍ତି ଆଟାଚ୍

OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍ । ମୁଦିପଡ଼ା ସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍

ସମ୍ବଲପୁର: ସମ୍ବଲପୁର OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍। ମୁଦିପଡ଼ା ସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ କରାଯାଇଛି । ବସ୍ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ଏହି ସମ୍ପତ୍ତି ଆଟାଚ୍।
କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍ ପ୍ରକ୍ରିୟା ଜାରି କରାଯାଇଛି। ବସ୍ ମାଲିକଙ୍କୁ ବକେୟା ଫେରସ୍ତ ନକରିବା ମାମଲା ପଡ଼ିଲା ମହଙ୍ଗା । ଟଙ୍କା ନଦେବାରୁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଲିଜଧାରୀ।