fbpx

ଭୁବନେଶ୍ୱରରେ ମାଡିଗଲା କରୋନା ! ଆଜି ପୁଣି ୨୪୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ମାଡିଚାଲିଥିବା ବେଳେ ଏଥିରୁ ବାଦ୍ ପଡିନି । ଗଞ୍ଜାମ ପରେ ଭୁବନେଶ୍ୱରେ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ପୁଣି ୨୪୮ ଜଣ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୦୭ ଜଣ ଓ ସ୍ଥାନୀୟ ଅଞ୍ଚରୁ ୪୧ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ୱରେ ଆଜି ଆଉ ୨୯ ଜଣ ସୁସ୍ଥ ହୋଇଛନ୍ତି । ତେବେ ରାଜଧାନୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୧୭କୁ ବୃଦ୍ଧି ପାଇଛି । ୮୩୪ ଜଣ ସୁସ୍ଥ ହୋଇଥିବା ବେଳେ ୮୭୦ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

 

 

Get real time updates directly on you device, subscribe now.