BREAKING: ରତ୍ନ ଭଣ୍ଡାର ମରାମତି ନେଇ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜାରି ରହିଛି ବୈଠକ। ଏଏସ୍ଆଇ ଓ ଶ୍ରୀମନ୍ଦିର ପ୍ରଶାସନର ମିଳିତ ବୈଠକ ବସିଛି ।
ପୁରୀ: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ନେଇ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜାରି ରହିଛି ବୈଠକ। ଏଏସ୍ଆଇ ଓ ଶ୍ରୀମନ୍ଦିର ପ୍ରଶାସନର ମିଳିତ ବୈଠକ ବସିଛି ।
ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରତ୍ନ ଭଣ୍ଡାର କାମ। ରତ୍ନ ଭଣ୍ଡାର ପୂର୍ଣ୍ଣାଙ୍ଗ ମରାମତି ନେଇ ଆଇ କିଛି ଦିନ ସମୟ ଲାଗିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇପାରେ।