ପୁରୀ: ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପଚରାଉଚରା । ଦୀଘା ଜଗନ୍ନାଥ ମନ୍ଦିର ଦାରୁ ବିବାଦ ପ୍ରସଙ୍ଗରେ ଚାଲିଚଇ ପଚରାଉଚରା ।
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଛି ପଚରାଉଚରା । ନବକଳେବରର ବଳକା ଦାରୁ ବବଦରେ ପଚରାଉଚରା ।
ଦିତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ମଧ୍ୟ ପଚରାଉଚରା କରାଯିବ ।
ଦୀଘା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦାରୁରେ ତିଆରି ମୁର୍ତ୍ତୀ ପହଞ୍ଚିବା ନେଇ ବିବାଦ ତେଜିଛି , ଯାହାପାଇଁ ଆଇନ ମନ୍ତ୍ରୀ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯାଞ୍ଚ ଆରମ୍ଭ କରାଯାଇଛି ।