ଭୁବନେଶ୍ବର: ପିଏମ ଆବାସ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ବଡ଼ ଘୋଷଣା କରିଛନ୍ତି । ଆସନ୍ତା ୧୫ ପିଏମ୍ ଆବାସ ପଞ୍ଜୀକରଣ ଶେଷ ତାରିଖ ରହିଛି ।
ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି ପଞ୍ଜୀକରଣ ପାଇଁ ମଝିରେ ଆଉ ମାତ୍ର ଗୋଟିଏ ଦିନ ରହିଲା । ୩୪ରୁ ୩୫ ଲକ୍ଷ ଲୋକ ପିଏମ୍ ଆବାସ ପଞ୍ଜୀକରଣ କଲେଣି ।
୧୫ ତାରିଖ ପରେ ଘର ଘର ବୁଲି କିଏ ଯୋଗ୍ୟ ସର୍ଭେ କରାଯିବ । ୩ ଲକ୍ଷ ଘର ଛାତ ପଡ଼ିଲାଣି, ୫ ଶହ ସ୍ଥାନରେ ରାସ୍ତା ସମସ୍ୟା ରହିଛି ରହିଛି ବୋଲି ପଞ୍ଚାୟତରାଜ ମନ୍ତ୍ରୀ କହିଛନ୍ତି ।