ଯାଜପୁର: ଯାଜପୁର ଛତିଆରେ ବୋମା ବିସ୍ଫୋରଣ । ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ।
ବିସ୍ଫୋରଣ ପଛର କାରଣ ଜଣାପଡ଼ିନାହିଁ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ଦେହକୁ ପୋଲିସ ଜବତ କରିଛି ।
ସ୍ଥାନୀୟ ପୋଲିସ ଘଟଣାରେ ପହଞ୍ଚି, ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାକୁ ନେଇ ବୋମା ମାଡ଼ ହୋଇଥିବା ପୋଲିସ ସନ୍ଦେହ କରୁଛି ।
ନିଆଁରେ ଜଳିଗଲା ଦୁଇଟି ବାଇକ ।