ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ଜ୍ଞାନପୀଠ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସ୍କୃତ ବିଶାରଦ ଓ ଅଧ୍ୟାତ୍ମିକ ଗୁରୁ ହେଉଛନ୍ତି ସ୍ୱାମୀ ରାମଭ୍ରଦାଚାର୍ଯ୍ୟ।