ଅନୁଗୁଳ: ପାଟ୍ରୋଲିଂ ବେଳେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣତଟିଚିରା ନିକଟରେ ଗୁଳିମାଡ଼ ହୋଇଥିବା ସୂଚନା ।
ଗୁରୁତର ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ଗାର୍ଡଙ୍କୁ ନିଆଯାଇଥିବାବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ ।
ଘଟଣା ନେଇ ୪ ଶିକାରୀଙ୍କୁ ଅଟକ ରଖିଛି ପୋଲିସ । ମୃତକ ଫରେଷ୍ଟ ଗାଁ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ।