ଭୁବନେଶ୍ୱର: ଆଜି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଆସନ୍ତା ୧୨ ଘଣ୍ଟଶରେ ଲଗୁଚାପ କ୍ଷେତ୍ର ସୃଷ୍ଟି ନେଇ ସତର୍କ କଲା ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି । ସୁନ୍ଦରଗଡ଼, ସମ୍ବଲୁପର, କେନ୍ଦୁଝର ଓ ମୟୁରଭଞ୍ଜାୀ ହେବ ପ୍ରବଳ ବର୍ଷା ।
ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉପକୂଳ ଏବଂ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ସମ୍ଭାବାନା ରହିଛି ।