ପ୍ରଥମଥର ପାଇଁ କୋଟିଆରେ ହେବ ରଥଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମେତ ଏକାଧିକ ମନ୍ତ୍ରୀ ହେବେ ସାମିଲ
ସୀମାନ୍ତ କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ ! ପ୍ରଥମଥର ପାଇଁ କୋଟିଆରେ ହେବ ରଥଯାତ୍ରା ।
କୋରାପୁଟ: ସୀମାନ୍ତ କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ ! ପ୍ରଥମଥର ପାଇଁ କୋଟିଆରେ ହେବ ରଥଯାତ୍ରା । ଯେଉଁଥରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଏକାଧିକ ମନ୍ତ୍ରୀ ସାମିଲ ହେବେ ।
ପ୍ରଥମ ଥର କୋଟିଆ ରଥ ଯାତ୍ରାରେ ସାମିଲ ହେବେ ମନ୍ତ୍ରୀ । କୋଟିଆବାସୀଙ୍କ ଅନୁରୋଧ ପରେ ଯିବେ ରାଜସ୍ବ ମନ୍ତ୍ରୀ ।
ଆସନ୍ତାକାଲି ସୁଦ୍ଧା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବ । ପୁରୀ ରଥଯାତ୍ରା ପରଦିନ କୋଟିଆରେ ହେବ ରଥଯାତ୍ରା ।