fbpx

ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୩/୮(ଓଡିଶା ଭାସ୍କର): ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏଥିରେ ଭାଇ ହାତରେ ଭଉଣୀ ବାନ୍ଧି ଦିଏ ସ୍ନେହ ଓ ସୁରଷାର ଡୋରି। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେଉଛି ରକ୍ଷା ବନ୍ଧନ ଉତ୍ସବ । ଭଉଣୀ ସୁଭଦ୍ରା ଆଜି ଭାଇ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧିବେ । ଏଥିପାଇଁ ସେବାୟତ ମାନେ ୪ଟି ବଡରାକ୍ଷୀ ଓ ଗୁଆମାଳ ପ୍ରସ୍ତୁତ କରିଛନ୍ତି ।

ଅନ୍ୟପଟେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Get real time updates directly on you device, subscribe now.