fbpx

ରାଜ୍ୟର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା! ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଜିଲ୍ଲାରେ ବର୍ଷା ହୋଇଛି । କିନ୍ତୁ ଆଜି କେତେକ ଜିଳ୍ଲାରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ବାଲେଶ୍ୱର, ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଗଜପତି ଓ କୋରାପୁଟ । ଏହି ସବୁ ଜିଲ୍ଳାରେ ବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି ।

Get real time updates directly on you device, subscribe now.