CHARIDHAM

BREAKING: ୨ ପାରା ଶିକ୍ଷକଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

ଛତିଶଗଡ଼ ବିର୍ଜାପୁରରେ ମାଓବାଦୀ ରଚିଲେ ବର୍ବରକାଣ୍ଡ। ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ।

ଛତିଶଗଡ଼: ପୁଣି ମାଓବାଦୀ ଖେଳିଲେ ରକ୍ତର ହୋଲି। ଛତିଶଗଡ଼ ବିର୍ଜାପୁରରେ ମାଓବାଦୀ ରଚିଲେ ବର୍ବରକାଣ୍ଡ। ୨ ଜଣ ପାରା ଶିକ୍ଷକଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ।
ଛତିଶଗଡ଼ ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ।

ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା ନେଇ ପୋଷ୍ଟର ଛାଡ଼ିଲେ ମାଓବାଦୀ।

ପୂର୍ବରୁ ମଧ୍ୟ ମାଓବାଦୀ ପୋଲିସ ଇନଫର୍ମର ସନ୍ଦେହରେ ଅନେକ ନୀରହ ଲୋକଙ୍କ ଜୀବନ ନେଇଛନ୍ତି।